ବ୍ରହ୍ମପୁର : ଖେଳୁଥିବାବେଳେ ପୋଖରୀରେ ବୁଡି ୨ ନାବାଳକଙ୍କ ମୃତ୍ୟୁ ହୋଇଛି । ଗୋଳନ୍ଥରା ଥାନା ପଞ୍ଚମା ଗାଁରେ ଏଭଳି ଦୁଃଖଦ ଘଟଣା ଘଟିଛି । ମୃତ ୨ ସାଙ୍ଗଙ୍କ ବୟସ ୧୦ରୁ ୧୨ ବର୍ଷ ବୋଲି ସୂଚନା ମିଳିଛି । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!