www.samajalive.in
Monday, December 8, 2025
27.1 C
Bhubaneswar

ସୋମନାଥ ଏକ୍ସପ୍ରେସ ଲାଇନଚ୍ୟୁତ, ଚାଲିଛି ଉଦ୍ଧାର କାର୍ଯ୍ୟ

ସମାଜ ଡିଜିଟାଲ ଡେସ୍କ: ମଧ୍ୟପ୍ରଦେଶ ଜବଲପୁର ଷ୍ଟେସନରେ ସୋମନାଥ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ଇନ୍ଦୋରରୁ ଜବଲପୁର ଯାଉଥିବା ସୋମନାଥ ଏକ୍ସପ୍ରେସ ଜବଲପୁର ଷ୍ଟେସନରେ ପ୍ଲାଟଫର୍ମ ନମ୍ବର ୬କୁ ଯାଉଥିବା ବେଳେ ଦୁଇଟି ବଗି ଲାଇନଚ୍ୟୁତ ହୋଇଛି। ଏଥିରେ କାହାର କୌଣସି କ୍ଷତି ହୋଇନଥିବା ବେଳେ ସମସ୍ତ ଯାତ୍ରୀ ସୁରକ୍ଷିତ ରହିଛନ୍ତି। ଘଟଣାଟି ଶନିବାର ସକାଳ ୫.୫୦ମିନିଟରେ ଘଟିଥିବା ବେଳେ ରେଳବାଇ ଅଧିକାରୀ ଓ ଊର୍ଦ୍ଧ୍ବାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସୂଚନାଯୋଗ୍ୟ ଗତ କିଛି ଦିନ ତଳେ ଜବଲପୁରର ରେଲୱେ ଷ୍ଟେସନ ନିକଟରେ ଏକ ଟ୍ରେନ ଲୁହାରଡରେ ଧକ୍କା ହୋଇଥିଲା।

Hot this week

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

Related Articles

Popular Categories