www.samajalive.in
Friday, December 5, 2025
26.1 C
Bhubaneswar

ବରଯାତ୍ରୀ ଗାଡ଼ି ଓଲଟି ଦୁଇ ମୃତ, ୧୨ ଗୁରୁତର

ଜୟପୁର: କୋରାପୁଟ ଜିଲ୍ଲା ବୋରିଗୁମ୍ମା ନିକଟ କାଳିଆଗୁଡା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୋରିଗୁମ୍ମା ଥାନା ୨୬ ନମ୍ବର ଜାତୀୟ ରାଜପଥ ଚାଲାନ ଗୁଡା ଏବଂ କମରା  ମଝିରେ ଥିବା ଭାରତ ମାଳା ଓଭର ବ୍ରିଜକୁ ବାରଯାତ୍ରୀ ଗାଡିଟି ଧକ୍ସା ଦେଇ ଓଲଟି ପଡିଥିଲା। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୨ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ସମସ୍ତଙ୍କୁ ବୋରିଗୁମ୍ମା ମେଡିକାଲରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତକ ଏବଂ ଗୁରୁତର ନାରାୟଣପାଟଣାର ବୋଲି ଜଣାପଡିଛି। ବରଯାତ୍ରୀ ଗାଡିଟି ନାରାୟଣ ପାଟଣାରୁ ଉମରକୋଟ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ବୋରିଗୁମ୍ମା ପୁଲିସ ଘଟଣାରେ ତଦନ୍ତ ଆରମ୍ଭ କରିଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories