www.samajalive.in
Wednesday, December 10, 2025
23.1 C
Bhubaneswar

ନଓ୍ବାଦାରେ ମତଦାନ ସମୟରେ ଦୁଇ ଦଳର ସମର୍ଥକ ମୁହାଁମୁହିଁ

ନଓ୍ବାଦା: ବିହାରରେ ମଙ୍ଗଳବାର ଭୋଟିଂ ସମୟରେ ନଓ୍ବାଦା ଜିଲାରେ ବାରିସଲିଗଞ୍ଜ ଅଞ୍ଚଳରେ ମତଦାନ ମଧ୍ୟରେ ତିକ୍ତତା ଦେଖାଦେଇଛି। ଭିନ୍ନ ଭିନ୍ନ ରାଜନୈତିକ ଦଳର ସମର୍ଥକମାନେ ପୋଲିଂ ବୁଥ୍ ପାଖରେ ମୁହାଁମୁହିଁ ହୋଇଛନ୍ତି। ତେବେ ବର୍ତ୍ତମାନ ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧିନ ଅଛି। ଶାନ୍ତିପୂର୍ଣ୍ଣ ମତଦାନ ହୋଇଛି।

ନଓ୍ବାଦା ପୁଲିସ ସୂଚନା ଅନୁସାରେ ପୋଲିଂ ବୁଥଠୁ ପ୍ରାୟ ଦେଢ କିଲୋମିଟର ଦୂରରେ ଏହି ବିବାଦ ଦେଖାଦେଇଛି। ବିଭିନ୍ନ ରାଜନୈତିକ ଦଳର ସମର୍ଥକଙ୍କ ମଧ୍ୟରେ ସାମାନ୍ୟ ଝଗଡା ହୋଇଥିବା ପୁଲିସ ସୂଚନା ଦେଇଛି। ଅନ୍ୟପଟେ ବିବାଦ ପରେ ନିର୍ବାଚନ ଡ୍ୟୁଟିରେ ନିୟୋଜିତ ସରକାରୀ ଗାଡିକୁ ଭଙ୍ଗାଯାଇଥିବା ମଧ୍ୟ ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା ଚାଲିଥିଲା। ତେବେ ଏହା ସମ୍ପୂର୍ଣ୍ଣ ଭୁଲ୍ ତଥ୍ୟ ବୋଲି ପୁଲିସ ସୂଚନା ଦେଇଛି। କୁହାଯାଉଛି କି ଏକ ଘରୋଇ ଗାଡି କ୍ଷତିଗ୍ରସ୍ତ ହୋଇଛି। ସରକାରୀ ଗାଡିକୁ କେହି କ୍ଷତି ପହଞ୍ଚାଇନଥିବା ସୂଚନା ଦେଇଛି ପୁଲିସ।

Hot this week

ଭାରତରେ ପ୍ରତିଦିନ ୫୨ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବିଶ୍ୱରେ ପ୍ରତି ୨ମିନିଟରେ ଜଣେ, କାରଣ କ’ଣ?

ସମାଜ ଡିଜିଟାଲ ଡେସ୍କ: ବିଶ୍ୱରେ ୨୦୨୩ ମସିହାରେ, ଗର୍ଭାବସ୍ଥା କିମ୍ବା ପ୍ରସବ...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

Related Articles

Popular Categories