www.samajalive.in
Saturday, December 6, 2025
26.1 C
Bhubaneswar

ୟୁକ୍ରେନ ଯୁଦ୍ଧରେ ଦୁଇ ଭାରତୀୟ ମୃତ

ନୂଆଦିଲ୍ଲୀ : ରୁଷ୍ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଦୁଇଜଣ ଭାରତୀୟ ନାଗରିକ ପ୍ରାଣ ହରାଇଛନ୍ତି। ବୈଦେଶିକ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ରୁଷ୍ ସେନା ପକ୍ଷରୁ ଭାରତୀୟ ନାଗରିକ ଦୁଇଜଣଙ୍କୁ ନିଯୁକ୍ତି ଦିଆଯାଇଥିଲା। ସେମାନେ ରୁଷ୍ ସେନା ପକ୍ଷରୁ ୟୁକ୍ରେନ ବିରୋଧରେ ଯୁଦ୍ଧ କରୁଥିବାବେ​‌ଳେ ପ୍ରାଣ ହରାଇଛନ୍ତି। ଭାରତୀୟ ନାଗରିକଙ୍କ ମୃତ୍ୟୁକୁ ନେଇ ମସ୍କୋସ୍ଥିତ ଭାରତୀୟ ଦୂତାବାସ ରୁଷ୍ ରାଷ୍ଟ୍ରଦୂତଙ୍କ ନିକଟରେ ଦୃଢ ପ୍ରତିବାଦ ଜଣାଇଛି। ରୁଷ୍ ସେନାରେ ନିଯୁକ୍ତି ପାଇଥିବା ଭାରତୀୟ ନାଗରିକଙ୍କୁ ତୁରନ୍ତ ମୁକ୍ତ କରିବାକୁ ଭାରତ ଦାବି କରିଛି। ରୁଷ୍‌ ସେନାରେ ଭାରତୀୟ ନାଗରିକଙ୍କ ନିଯୁକ୍ତିକୁ ବନ୍ଦ କରିବା ଲାଗି ବୈଦେଶିକ ମନ୍ତ୍ରଣାଳୟ ରୁଷ୍‌କୁ କହିଛି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories