www.samajalive.in
Saturday, December 6, 2025
16.1 C
Bhubaneswar

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ମୃତ

କଳାହାଣ୍ଡି: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦୁଇ ମୃତ, ଜଣେ ଗୁରୁତର । କଳାହାଣ୍ଡି ଜିଲା ଲାଞ୍ଜିଗଡ ବେଡଗାଁ ପଂଚାୟତରେ ଏଭଳି ଅଭାବନୀୟ ଘଟଣା ଘଟିଛି । ରାସ୍ତାରେ ବିଦ୍ୟୁତ ତାର ଛିଡି ପଡିଥିବା ବେଳେ ସେହି ବାଟ ଦେଇ ଯାଉଥିବାରୁ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ଜଣ ମହିଳାଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତର ହୋଇ ଭବାନୀପାଟଣା ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ମୃତକ ୨ ମହିଳା ହେଲେ ଟିଙ୍ଗୁ ମାଝି ଓ କାଙ୍ଗା ମାଝି । ବିଦ୍ୟୁତ ବିଭାଗର ଅବହେଳା ଯୋଗୁ ଅକାରଣରେ ଦୁଇ ଜୀବନ ଚାଲିଯାଇଥିବା ଗାଁ ଲୋକେ ଅଭିଯୋଗ କରିଛନ୍ତି ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories