www.samajalive.in
Saturday, December 13, 2025
26.1 C
Bhubaneswar

୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଗୋପାଳପୁର : ଗୋପାଳପୁର ଥାନା ଅନ୍ତର୍ଗତ ଗଞ୍ଜୁଠାରେ ଥିବା ଏକ ଦେଶୀ ମଦ ଦୋକାନ ସମ୍ମୁଖରେ ଦୁଇ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଛି। ଯାହା ଫଳରେ ଗଞ୍ଜୁର ମୁନା ଦାସ ଓ ଭିକାରୀ ଦାସ ପ୍ରମୁଖ ଆହତ ହୋଇଛନ୍ତି। ଆକ୍ରମଣ କେଉଁ ମାନେ କେଉଁ ଉଦ୍ଦେଶ୍ୟରେ କରିଛନ୍ତି ତାହା ଜଣା ପଡିନଥିବାବେଳେ ଦୁଇ ଆହତଙ୍କୁ ପରିବାର ବର୍ଗ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରିଛନ୍ତି। ଖବର‌ ପାଇ ଗୋପାଳପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

 

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories