www.samajalive.in
Sunday, December 7, 2025
14.1 C
Bhubaneswar

ଶ୍ରୀମନ୍ଦିର ଉତ୍ତର ଦ୍ଵାର ନିକଟରେ ଛୁରାମାଡ଼, ଦାଦା-ପୁତୁରା ଆହତ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିର ଉତ୍ତର ଦ୍ଵାର ନିକଟରେ ଶନିବାର ଛୁରାମାଡ଼ ଘଟଣା ଘଟିଛି। ଏଥିରେ ଦାଦା-ପୁତୁରା ଆହତ ହୋଇଛନ୍ତି। ସେମାନେ ହେଲେ ଗୌରାଙ୍ଗ ସାହୁ ଏବଂ ସନ୍ତୋଷ ସାହୁ। ଉଭୟେ ମାର୍କଣ୍ଡେଶ୍ଵର ସାହି ଅଞ୍ଚଳର ବୋଲି ଜଣାପଡ଼ିଛି। ଚିକିତ୍ସା ପାଇଁ ଉଭୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଛୁରାମାଡ଼ର କାରଣ ଜଣାପଡ଼ି ନ ଥିବାବେଳେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories