www.samajalive.in
Sunday, December 14, 2025
17.1 C
Bhubaneswar

ଓଡ଼ିଶା ଉଚ୍ଚନ୍ୟାୟାଳୟରେ ଶପଥ ନେଲେ ଦୁଇ ଜଣ ନୂଆ ବିଚାରପତି

କଟକ: ଓଡ଼ିଶା ଉଚ୍ଚନ୍ୟାୟାଳୟରେ ଦୁଇ ଜଣ ନୂଆ ବିଚାରପତି ଶପଥ ଗ୍ରହଣ କରିଛନ୍ତି । ଉଚ୍ଚନ୍ୟାୟାଳୟର ମୁଖ୍ୟବିଚାରପତି ଜଷ୍ଟିସ୍‌ ଶିବ ଶଙ୍କର ମିଶ୍ର ଓ ଜଷ୍ଟିସ୍‌ ଆନନ୍ଦ୍ର ଚନ୍ଦ୍ର ବେହେରାଙ୍କୁ ଶପଥ ପାଠ କରାଇଛନ୍ତି ।

ଜଷ୍ଟିସ ଶିବଶଙ୍କର ମିଶ୍ରଙ୍କର ଆଇନଜୀବୀ ଭାବେ ୩୦ ବର୍ଷର ଅଭିଜ୍ଞତା ରହିଛି । ସେହିଭଳି ଜଷ୍ଟିସ ଆନନ୍ଦଚନ୍ଦ୍ର ବେହେରାଙ୍କର ରାଜ୍ୟର ବିଭିନ୍ନ ଅଦାଲତରେ ବିଚାର ବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି ।

- Advertisement -

ଏବେ ଓଡ଼ିଶା ମୁଖ୍ୟନ୍ୟାୟାଳୟରେ ଏବେ ମୋଟ ବିଚାରପତିଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି ।

ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି । ଆନନ୍ଦ ଚନ୍ଦ୍ର ବେହେରା ୨୩ ମେ ୧୯୬୪ ମସିହାରେ ବାଲେଶ୍ଵରରେ ଜନ୍ମ ଗ୍ରହଣ କରିଥିଲେ । ରାଜ୍ୟର ବିଭିନ୍ନ ସ୍ଥାନରେ ସେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି ।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories