www.samajalive.in
Monday, December 15, 2025
27.1 C
Bhubaneswar

ଗୁଳିବିନିମୟରେ ୨ ପାକ୍‌ ଆତଙ୍କୀ ନିପାତ, ବିପୁଳ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ

ସମାଜ ଡିଜିଟାଲ ଡେସ୍କ: ଜାମ୍ମୁ-କାଶ୍ମୀରର କିସ୍ତଓ୍ବାର ଜିଲା ଅନ୍ତର୍ଗତ ଛତ୍ରୁ ଅଞ୍ଚଳରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏଥିରେ ୨ ଜଣ ପାକିସ୍ତାନୀ ଆତଙ୍କବାଦୀ ନିପାତ ହୋଇଛନ୍ତି। ଶନିବାର ଭାରତୀୟ ସେନା ପକ୍ଷରୁ ଏ ସମ୍ପର୍କରେ ସ୍ପଷ୍ଟ କରାଯାଇଛି।

ଛତ୍ରୁ ଅଞ୍ଚଳରେ ସେନା ପକ୍ଷରୁ ଆତଙ୍କବାଦ ନିରୋଧୀ ଅପରେସନ ଜାରି ରହିଛି। ପ୍ରତିକୂଳ ପାଗ ସତ୍ବେ ଯବାନମାନେ ଅଭିଯାନ ଚଳାଇଛନ୍ତି। ଯେଉଁ ସ୍ଥାନରେ ଆତଙ୍କୀଙ୍କୁ ନିପାତ କରାଯାଇଛି ସେଠାରୁ ବିପୁଳ ପରିମାଣରେ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଏବଂ ଗୋଳାବାରୁଦ ଜବତ ହୋଇଛି। ଜବତ ଅସ୍ତ୍ରଶସ୍ତ୍ର ମଧ୍ୟରେ ଏକେ-୪୭, ଏମ-୪ ରାଇଫଲ ଆଦି ରହିଛି।

Hot this week

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ...

Related Articles

Popular Categories