www.samajalive.in
Sunday, December 7, 2025
14.1 C
Bhubaneswar

ଗ୍ୟାସରେ ରୋଷେଇ ସମୟରେ ଲାଗିଲା ନିଆଁ : ୨ ଗୁରୁତର

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସଲାଗୁଡା ଗ୍ରାମରେ ଗୁରୁବାର ଗ୍ୟାସରେ ରୋଷେଇ ସମୟରେ ଅଗ୍ନିକାଣ୍ଡ ଘଟି ଦୁଇଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନେ ହେଉଛନ୍ତି ସନ୍ତୋଷ ପ୍ରଧାନ ଓ ଦିପକ କହଁର। ସେମାନଙ୍କୁ ବାଲିଗୁଡ଼ା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ଆଜି ସକାଳେ କୌଣସି କାରଣରୁ ଗ୍ୟାସ ଲିକ୍ ହୋଇଥିଲା। ସନ୍ତୋଷ ରାନ୍ଧିବା ପାଇଁ ଦିଆସିଲି ଲଗାଇବା ମାତ୍ରେ ନିଆଁ ବ୍ୟାପି ଯାଇଥିଲା। ପରେ ଦିପକ ତାଙ୍କୁ ବଞ୍ଚାଇବାକୁ ଆସିଥିବା ବେଳେ ତାଙ୍କ ଦେହରେ ମଧ୍ୟ ନିଆଁ ଲାଗିଯାଇଥିଲା। ଚିତ୍କାର ଶୁଣି ଗ୍ରାମବାସୀ ଗୁରୁତର ଅବସ୍ଥାରେ ସେମାନଙ୍କୁ ବାଲିଗୁଡ଼ା ଚିକିତ୍ସାଳୟ ଭର୍ତ୍ତି କରିଛନ୍ତି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories