www.samajalive.in
Monday, December 8, 2025
27.1 C
Bhubaneswar

ପାରିବାରିକ କଳହକୁ ନେଇ ବିଷ ପିଇଲେ ୨ ଭଉଣୀ, ବଡ ଭଉଣୀ ମୃତ

ବୌଦ୍ଧ : ଘରୋଇ କଳହକୁ ନେଇ ବିଷ ପିଇଲେ ୨ ଭଉଣୀ । ହରଭଙ୍ଗା ଥାନା ମହାଲିକପଡା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ବିବାହିତ ବଡ ଭଉଣୀ ଘରକୁ ସାନଭଉଣୀ ବୁଲିବାକୁ ଯାଇଥିବାବେଳେ ଉଭୟଙ୍କ ମଧ୍ୟରେ କୌଣସି କଥାକୁ ନେଇ ମନୋମାଳିନ୍ୟ ହୋଇଥିଲା । ଘରେ କେହି ନଥିବା ସମୟରେ ଉଭୟ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ବଡ ଭଉଣୀର ମୃତ୍ୟୁ ହୋଇଥିବାବେଳେ ସାନ ଭଉଣୀ ଗୁରୁତର ହୋଇ ବୌଦ୍ଧ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ପୁଲିସ ପରିବାରଲୋକଙ୍କୁ ପଚରାଉଚରା କରୁଛି ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories