www.samajalive.in
Saturday, December 6, 2025
14.1 C
Bhubaneswar

ଅନୁପ୍ରବେଶ ବେଳେ ଟଳିଲେ ୨ ଆତଙ୍କବାଦୀ

ସମାଜ ଡିଜିଟାଲ ଡେସ୍କ: ସୀମାରେ ଅନୁପ୍ରବେଶ ଉଦ୍ୟମ କରିବା ସମୟରେ ଭାରତୀୟ ଯବାନଙ୍କ ଗୁଳିରେ ନିହତ ହୋଇଛନ୍ତି ୨ ଆଙ୍କବାଦୀ। ଜାମ୍ମୁ-କାଶ୍ମୀରର ରଜୌରୀ ଜିଲା ଅନ୍ତର୍ଗତ ନୌସେରା ଅଞ୍ଚଳରେ ଏହି ଗୁଳିବିନିମୟ ଘଟିଛି।

ନୌସେରା ସୀମାନ୍ତରେ କିଛି ଆତଙ୍କବାଦୀ ଭାରତକୁ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିବା ନେଇ ସେନାକୁ ଗୁଇନ୍ଦା ସୂଚନା ମିଳିଥିଲା। ଏହା ପରେ ଯବାନଙ୍କ ପକ୍ଷରୁ ଉକ୍ତ ଅଞ୍ଚଳରେ କଡ଼ା ପଇଁତରା ଆରମ୍ଭ ହୋଇଥିଲା। ରାତି ସମୟରେ ଆତଙ୍କୀମାନେ ସୀମାରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବାବେଳେ ଯବାନମାନେ ସେମାନଙ୍କୁ ଅଟକାଇବାକୁ ଗୁଳି ଚଳାଇଥିଲେ। ଆତଙ୍କୀମାନେ ବି ପାଲଟା ଆକ୍ରମଣ କରିଥିଲେ। ହେଲେ କୌଣସି ଯବାନଙ୍କର କିଛି କ୍ଷତି ହୋଇ ନ ଥିବାବେଳେ ୨ ଆତଙ୍କୀ ପ୍ରାଣ ହରାଇଥିବା ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories