www.samajalive.in
Monday, December 8, 2025
14.1 C
Bhubaneswar

ବାସ୍ତୁ ; ଏହି ୨ଟି ଧଳା ଜିନିଷ ହାତରୁ ଖସିବା ଦେଇଥାଏ ଅଶୁଭ ସଙ୍କେତ..

ବାସ୍ତୁ ଅନୁସାରେ ରୋଷେଇ ଘରେ କିଛି ଜିନିଷ ହାତରୁ ଖସିବାକୁ ଅଶୁଭ କୁହାଯାଇଛି । ଲଗାତର ଏହି ଜିନିଷ ହାତରୁ ଖସିବା ଦ୍ୱାରା ଏହା ଖରାପ ସମୟ ଆସିବାର ସଙ୍କେତ ଦେଇଥାଏ । ତେଣୁ ଏହାକୁ ଅଣଦେଖା କରନ୍ତୁ ନାହିଁ । ଜାଣନ୍ତୁ ବାସ୍ତୁ ଶାସ୍ତ୍ର ଅନୁସାରେ କେଉଁ ଜିନିଷ ହାତରୁ ଖସିବାକୁ ଅଶୁଭ ବୋଲି କୁହାଯାଏ।

ଲୁଣ- ଲୁଣକୁ ଶୁଦ୍ଧତା ଓ ସମୃଦ୍ଧିର ପ୍ରତୀକ ବୋଲି କୁହାଯାଏ।ଖାଦ୍ୟ ପ୍ରସ୍ତୁତି ସମୟରେ ହାତରୁ ବାରମ୍ବାର ଲୁଣ ଖସି ତଳେ ପଡିବା ଶୁଭଙ୍କର ନୁହେଁ। ଏହା ଆର୍ଥିକ କ୍ଷେତ୍ରରେ କ୍ଷତି ହେବାର ସଙ୍କେତ ଦେଇଥାଏ।ଏହାସହ ଗୃହରେ କଳହ ମଧ୍ୟ ହୋଇଥାଏ। ପୂର୍ବପୁରୁଷ ଅସନ୍ତୋଷ ଥିବାର ମଧ୍ୟ ଏହା ସଙ୍କେତ ଦେଇଥାଏ।

ନଭେମ୍ବର ୭ରେ ଶୁକ୍ରଙ୍କ ଚଳନ; ୧୨ ରାଶି ଉପରେ ପଡିବ କି ପ୍ରଭାବ, ଜାଣନ୍ତୁ କିଏ ହେବେ ଭାଗ୍ୟଶାଳୀ, ମିଳିବ ଧନ,ସନ୍ତାନ ସୁଖ..

- Advertisement -

କ୍ଷୀର- ରୋଷେଇ ଘରେ ବାରମ୍ବାର ହାତରୁ କ୍ଷୀର ଖସିବା ମଧ୍ୟ ଶୁଭଙ୍କର ନୁହେଁ। ଏହା ପୂର୍ବପୁରୁଷ ଅସନ୍ତୁଷ୍ଟ ଥିବାର ସଙ୍କେତ ଦେଇଥାଏ। ତେଣୁ ଏହାକୁ ଅଣଦେଖା କରନ୍ତୁ ନାହିଁ।  ପୂର୍ବପୁରୁଷ ଶାନ୍ତି ପାଇଁ ଦାନ ସହ ପଣ୍ଡିତଙ୍କ ପରାମର୍ଶ ନିଅନ୍ତୁ। କ୍ଷୀର ହାତରୁ ବାରମ୍ବାର ଖସିଲେ କାର୍ଯ୍ୟରେ ଅସଫଳତା ସହ ବାଧା ଲାଗି ରହିଥାଏ।

ଶନି ଗ୍ରହଙ୍କୁ ଶାନ୍ତି କରିବା ପାଇଁ ସୋରିଷ ତେଲ ଅର୍ପଣ କରାଯାଏ। ମାତ୍ର ହାତରୁ ଲଗାତର ସୋରିଷ ତେଲ ଖସିବା ଅଶୁଭ ସଙ୍କେତ ଦେଇଥାଏ। ସ୍ୱାସ୍ଥ୍ୟ ଜନିତ ସମସ୍ୟା ସହ ପାରିବାରରେ ଅଶାନ୍ତି ହୋଇଥାଏ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories