www.samajalive.in
Saturday, December 6, 2025
23.1 C
Bhubaneswar

ଢେଙ୍କାନାଳ ଷ୍ଟିଲ୍‌ ପ୍ଲାଣ୍ଟରେ ଅଘଟଣ; ଲୁହା ଶେଡ୍‌‌ ଭୁଶୁଡ଼ି ୨ ମୃତ, ୫ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ଜିଲା ଝାଡ଼ବନ୍ଧଠାରେ ଥିବା  ଢେଙ୍କାନାଳ ଷ୍ଟିଲ୍‌ ପ୍ଲାଣ୍ଟରେ ସୋମବାର ଅଘଟଣ ଘଟିଛି। କାରଖାନାରେ ଥିବା ଯାନ୍ତ୍ରିକ ଢାଞ୍ଚା (ମେକାନିକାଲ ଷ୍ଟ୍ରକଚର) ଭୁଶୁଡ଼ି ପଡ଼ିବାରୁ ସେଠାରେ କାର୍ଯ୍ୟରତ ୨ ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ୫ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କଂପାନିର ଦାୟିତ୍ୱହୀନତା କାରଣରୁ ଏଭଳି ଘଟଣା ବାରମ୍ବାର ଘଟୁଥିଲାବେଳେ କଂପାନି କର୍ତ୍ତୃପକ୍ଷ ଘଟଣାକୁ ଚପାଇବା ପାଇଁ ଜୋରଦାର ଉଦ୍ୟମ ଚଳାଇଥିବାରୁ ଏହା ପ୍ରତିବାଦରେ କମ୍ପାନୀ ସମ୍ମୁଖରେ ଉତ୍ତେଜନା ଲାଗିରହିଥିବା ଦେଖିବାକୁ ମିଳିଛି।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories