www.samajalive.in
Saturday, December 6, 2025
15.1 C
Bhubaneswar

ନାଲକୋ ସମ୍ପ୍ରସାରଣ କାମ ବେଳେ ରଡ୍ ପଡି ଦୁଇ ଶ୍ରମିକ ମୃତ

କୋରାପୁଟ: ନାଲକୋରେ ଦୁଇ ଠିକା ଶ୍ରମିକ ମୃତ। କୋରାପୁଟ ନାଲକୋ ସମ୍ପ୍ରସାରଣ କାମ ବେଳେ ରଡ୍ ପଡି ଦୁଇ ଜଣ ଠିକା ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ରଡ୍ ବାଇଣ୍ଡିଂ ଚାଲିଥିବାବେଳେ ଦୁର୍ଘଟଣା ଘଟିଛି। ଦୁଇ ଜଣ ଠିକା ଶ୍ରମିକଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଶ୍ରମିକଙ୍କୁ ଉଦ୍ଧାର କରାଯାଇ ନାଲକୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେପଟେ ଦାମନଯୋଡି ପୁଲିସ ଓ ସିଆଇଏସଏଫ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories