www.samajalive.in
Friday, December 5, 2025
23.1 C
Bhubaneswar

ବିଦ୍ୟୁତ୍ ଲାଗି ଜଳିଗଲେ ଦୁଇ ଶ୍ରମିକ

କାମାକ୍ଷାନଗର: ଘର ତିଆରି ବେଳେ ବିଦ୍ୟୁତ୍ ଲାଗି ଜଳିଗଲେ ଦୁଇ ଶ୍ରମିକ। ଏମିତି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ତୁମୁସିଂହା ଥାନା ଆଲୁଅଝରଣ ଗାଁରେ। ଦୁଇ ଜଣ ଶ୍ରମିକ ଘର ତିଆରି କାମ ବେଳେ ରଡ୍ ବାନ୍ଧୁଥିଲେ। କୌଣସି କାରଣ ବଶତଃ ଉଭୟ ବିଦ୍ୟୁତ୍ ସଂସ୍ପର୍ଶରେ ଆସିଥିଲେ। ଫଳରେ ଏଭଳି ଅଘଟଣ ଘଟିଥିଲା। ତୁରନ୍ତ  ଗୁରୁତର ଅବସ୍ଥାରେ ଦୁଇ ଶ୍ରମିକଙ୍କୁ କାମକ୍ଷାନଗର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories