www.samajalive.in
Thursday, December 11, 2025
27.1 C
Bhubaneswar

ସିଂହଦ୍ବାର ସମ୍ମୁଖକୁ ବିଜେ କରୁଛନ୍ତି ତିନି ରଥ

ପୁରୀ : ଆସନ୍ତା କାଲି ଗୁରୁବାର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଉଠିଛି। ବିଭିନ୍ନ ସ୍ଥାନରୁ ପୁରୀକୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି। ଏହି ଅବସରରେ ବୁଧବାର ଉଭା ଅମାବାସ୍ୟାରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ରୀତି ନୀତି ଅନୁଷ୍ଠିତ ହେଉଛି। ଭକ୍ତମାନେ ଆଜି ବାହାର କାଠରୁ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି।
ଅନ୍ୟପକ୍ଷରେ ତିନି ବାଡ଼ରୁ ଆଜ୍ଞା ମାଳ ବିଜେ କରିଛନ୍ତି। ରଥଖଳାରୁ ତିନି ରଥ ସିଂହଦ୍ବାର ସମ୍ମୁଖକୁ ବିଜେ କରୁଛନ୍ତି। ପୁଲିସ ବାହିନୀ ସହାୟତାରେ ତିନି ରଥକୁ ସିଂହଦ୍ବାର ସମ୍ମୁଖକୁ ଅଣାଯାଉଛି।

Hot this week

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

Related Articles

Popular Categories