www.samajalive.in
Saturday, December 6, 2025
16.1 C
Bhubaneswar

ଯୌତୁକ ପାଇଁ ନବବଧୂଙ୍କୁ ପିଟିପିଟି ହତ୍ୟା ଅଭିଯୋଗ

ଉଦଳା : କପ୍ତିପଦା ଥାନା ଅନ୍ତର୍ଗତ ଉପରଖୁଣ୍ଚା ଗ୍ରାମରେ ଜଣେ ନବବଧୂଙ୍କୁ ଯୌତୁକପାଇଁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।  ମୃତକଙ୍କ ଭାଇ ଏନେଇ କପ୍ତିପଦା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗପରେ ଅଭିଯୁକ୍ତ ସ୍ବାମୀଙ୍କୁ କପ୍ତିପଦା ଥାନାରେ ଅଟକ ରଖାଯାଇଛି।

ସୂଚନା ଅନୁଯାୟୀ, ଅଭିଯୁକ୍ତ ଜଣଙ୍କ ଭଦ୍ରକ ରାଣିତାଲର ଜଣଙ୍କୁ ପ୍ରେମ ବିବହ କରିଥିଲେ। ବାହାଘର ପରେ ଶଶୁରଘରଲୋକେ ଲକ୍ଷେ ଟଙ୍କା ମାଗିଥିବା ମୃତକଙ୍କ ଭାଇ ଅଭିଯୋଗ କରିଛନ୍ତି। କପ୍ତିପଦା ଥାନାରେ ଏତଲା ପରେ ଅଭିଯୁକ୍ତଙ୍କୁ ଅଟକ ରଖି ପୁଲିସ ତଦନ୍ତ ଆରମ୍ଭ କରିଛି। ମୃତ୍ୟୁବରଣ କରିଥିବା ବିବାହିତା ଜଣଙ୍କ ନାବାଳିକା ଥିବା ଜଣାପଡ଼ିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories