www.samajalive.in
Monday, December 15, 2025
26.1 C
Bhubaneswar

ବନ୍ଧୁକ ଦେଖାଇ ସୁନା ଦୋକାନୀଙ୍କଠାରୁ ଲୁଟ୍

ଉଦଳା : ବନ୍ଧୁକ ଦେଖାଇ ସୁନା ଦୋକାନୀଙ୍କଠାରୁ ଲୁଟ୍ । ଏଭଳି ଘଟଣା ଦେଖିବାକୁ ମିଳିଛି ଉଦଳା ରାଜ୍ୟ ରାଜପଥ ବାଲିମୁଣ୍ଡଳୀ ଛକ ନିକଟରେ । ଗତକାଲି ବିଳମ୍ବିତ ରାତିରେ ଦୋକାନୀ ଜଣକ ଦୋକାନ ବନ୍ଦ କରି ଘରକୁ ଆସୁଥିବାବେଳେ ୪ ଜଣ ଦୁର୍ବୁତ୍ତ ଦୁଇଟି ବାଇକରେ ଆସିଥିଲେ। ଏବଂ ତାଙ୍କୁ ବନ୍ଧୁକ ଦେଖାଇ ପ୍ରାୟ ୩୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଗହଣା ଲୁଟି ନେଇଥିଲେ। ଏ ନେଇ ଦୋକାନୀ ଜଣକ  ଥାନାରେ ଏତଲା ଦେଇଛନ୍ତି। ପୁଲିସ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories