www.samajalive.in
Monday, December 8, 2025
16.1 C
Bhubaneswar

ସିସିଟିଭିକୁ ଶାଢିରେ ଢାଙ୍କିଲେ; ଘରେ କଳା କନା ବୁଲାଇଲେ ଲୁଟେରା..

ଉଦଳା : ମୟୁରଭଞ୍ଜ ଉଦଳାରେ ଲୁଟ୍‌ର ଏଭଳି ଏକ ଘଟଣା ସାମ୍ନାକୁ ଆସିଛି । ଯାହା ସଭିଁଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଛି । ସିସିଟିଭିରେ ଶାଢି ଢାଙ୍କି ଘରେ କଳା କନା ବୁଲାଇଛନ୍ତି ଦୁର୍ବୃତ୍ତ । ଏନ୍‌ଏସି ୪ନମ୍ବର ୱାର୍ଡର ଜଣେ ଶିକ୍ଷକଙ୍କ ଘରୁ ଦୁର୍ବୃତ୍ତ ଏହି ଲୁଟ୍‌ କରିଛନ୍ତି । ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିଥିବା ନେଇ ଶିକ୍ଷକ ଜଣକ ଥାନାରେ ଅଭିଯୋଗ କରିଛନ୍ତି । ଘର ଭିତରେ ଦୁର୍ବୃତ୍ତ ସିସିଟିଭିରେ ଶାଢି ଢାଙ୍କିବାର ଭିଡିଓ କ୍ୟାମେରାରେ କଏଦ ହୋଇଛି । ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଶୁକ୍ର କଲେ ରାଶି ପରିବର୍ତ୍ତନ; ଏହି ରାଶି ହେବେ ଭାଗ୍ୟଶାଳୀ, ମିଳିବ ଧନ, ହେବ ବିବାହ..

- Advertisement -

 

ଦେଖନ୍ତୁ ଛାତିଥରା ଭିଡିଓ; ରାତିରେ ରାସ୍ତାରେ ଯାଉଥିଲେ ଦମ୍ପତି, ସାମ୍ନାକୁ ଆସିଗଲା ସିଂହ, ଆଉ ତା’ପରେ..

 

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories