www.samajalive.in
Sunday, December 14, 2025
26.1 C
Bhubaneswar

ଉଦ୍ଧାର ଫାଉଣ୍ଡେସନ୍ ତରଫରୁ ଆନ୍ତର୍ଜାତୀୟ ଖାଦ୍ୟ ଦିବସ

ଚୌଦ୍ୱାର : ସ୍ୱେଚ୍ଛାସେବୀ ଅନୁଷ୍ଠାନ ଉଦ୍ଧାର ଫାଉଣ୍ଡେସନ୍ ତରଫରୁ ଆନ୍ତର୍ଜାତୀୟ ଖାଦ୍ୟ ଦିବସ ପାଳିତ ହୋଇ ଯାଇଛି । ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ସଭାପତି ନରୋତ୍ତମ ଦାସଙ୍କ ନେତୃତ୍ୱରେ ସଂଗଠନର ସଦସ୍ୟ ମାନେ କପାଳେଶ୍ୱର ନୂଆସାହିସ୍ଥିତ ଦୂରାରୋଗୀ କଲୋନୀକୁ ଯାଇ ସେଠାରେ ବସବାସ କରୁଥିବା ଦୂରାରୋଗୀ ଓ ସେମାନଙ୍କ ପରିବାର ସଦସ୍ୟ ମାନଙ୍କ ପାଇଁ ଅନ୍ନ ଦାନ ବ୍ୟବସ୍ଥା କରିଥିଲେ। ଏଥି ସହିତ ସ୍ୱାସ୍ଥ୍ୟ ରକ୍ଷା ପାଇଁ ସ୍ଥାନୀୟ ଅଞ୍ଚଳରେ ସୁଲଭ ମୂଲ୍ୟରେ ମିଳୁଥିବା ସୁଷମ ଖାଦ୍ୟ ଖାଇବାକୁ କଲୋନୀ ବାସୀଙ୍କୁ ପରାମର୍ଶ ଦେଇଥିଲେ। ସମ୍ପାଦକ ଶିବାନନ୍ଦ ବାରିକ, କାହ୍ନୁ ଚରଣ ସେଠୀ, ଆବେଶ କମଲ,  ଜ୍ୟୋତି ପ୍ରକାଶ ପାଲ, ସରୋଜ କୁମାର ସାହୁ, ଗୁରୁ ଆଦିତ୍ୟ ପ୍ରସାଦ, ସନ୍ତୋଷ ମହାପାତ୍ର, ସିଦ୍ଧର୍ଥ ନାୟକ, ଜୟ ପ୍ରକାଶ ସାହୁ, ଅଭିଲିପ୍ସା ପ୍ରିୟଦର୍ଶିନୀ ବାରିକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories