www.samajalive.in
Saturday, December 13, 2025
14.1 C
Bhubaneswar

ପ୍ରକାଶ ପାଇଲା ୟୁଜିସି ନେଟ-୨୦୨୪ ପରୀକ୍ଷାଫଳ

ନୂଆଦିଲ୍ଲୀ: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ))  ପକ୍ଷରୁ ୟୁଜିସି ନେଟ-୨୦୨୪ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି। ପରୀକ୍ଷାଫଳ ସହିତ ବିଷୟ ଭିତ୍ତିକ କଟଅଫ ମାର୍କ ମଧ୍ୟ ପ୍ରକାଶ କରାଯାଇଛି। ୟୁଜିସି ନେଟ-୨୦୨୪ ପରୀଫାଳ ଅଫିସିଆଲ ୱେବସାଇଟ ugcnet.nta.ac.inରେ ଦେଖିପାରିବେ ଏବଂ ସ୍କୋରକାର୍ଡ ଡାଉନଲୋଡ କରିପାରିବେ। ୟୁଜିସି ନେଟ ଜୁନ ୨୦୨୪ ପରୀକ୍ଷା ଅଗଷ୍ଟ ୨୧ରୁ ସେପ୍ଟମ୍ବର ୪ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।

ସାରା ଦେଶର ସହରରେ ହୋଇଥିବା ପରୀକ୍ଷା କେନ୍ଦ୍ରରେ ୧୧ ଲକ୍ଷ ୨୧ ହଜାର ୨୨୫ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସମଗ୍ର ଦେଶରେ ଏହି ପରୀକ୍ଷା ଆୟୋଜନ ହୋଇଥିଲା। ଏନଟିଏ ଏହାପୂର୍ବରୁ ଚୂଡ଼ାନ୍ତ ୟୁଜିସି ନେଟ ଜୁନ ୨୦୨୪ର ଉତ୍ତର ପୁସ୍ତିକା ମଧ୍ୟ ଜାରି କରିଥିଲା। ପ୍ରଶ୍ନପତ୍ର ପ୍ରଘଟ ଯୋଗୁ ୧୮ ଜୁନରେ ଅନୁଷ୍ଠିତ ହୋଇଥିବା ୟୁଜିସି ନେଟ-୨୦୨୪ ପରୀକ୍ଷାକୁ ଏନଟିଏ ପରୀକ୍ଷାକୁ ବାତିଲ କରାଯାଇଥିଲା।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories