www.samajalive.in
Tuesday, December 9, 2025
15.1 C
Bhubaneswar

ୟୁଜିସିର ନିର୍ଦ୍ଦେଶ, ସାର୍ଟିଫିକେଟ୍‌ରେ ଦିଅନାହିଁ ଆଧାର ନମ୍ବର

ଭୁବନେଶ୍ବର: ବିଶ୍ବବିଦ୍ୟାଳୟଗୁଡ଼ିକ ଦ୍ବାରା ପ୍ରଦାନ କରାଯାଉଥିବା ପ୍ରୋଭିଜିନାଲ ସାର୍ଟିଫିକେଟ୍ ଏବଂ ଡିଗ୍ରୀରେ ଛାତ୍ରଛାତ୍ରୀଙ୍କ ଆଧାର ନମ୍ବର ପ୍ରଦର୍ଶନ ହୋଇପାରିବନି। ୟୁଆଇଡିଏଆଇର ନିୟମାବଳୀକୁ କଡ଼ାକଡ଼ି ପାଳନ କରିବାକୁ ସମସ୍ତ ବିଶ୍ବବିଦ୍ୟାଳୟ କୁଳପତି ଏବଂ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ନିର୍ଦେଶ ଦେଇଛି ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି)। କେତେକ ରାଜ୍ୟରେ ସରକାର ଛାତ୍ରଛାତ୍ରୀଙ୍କ ପ୍ରୋଭିଜିନାଲ ସାର୍ଟିଫିକେଟ୍ ଏବଂ ଡିଗ୍ରୀରେ ସମ୍ପୂର୍ଣ୍ଣ ଆଧାର ନମ୍ବର ପ୍ରିଣ୍ଟ କରିବାକୁ ବିଚାର କରୁଥିବା ୟୁଜିସି ଜାଣିବାକୁ ପାଇଛି। ନିୟମ ଅନୁସାରେ, ପ୍ରୋଭିଜିନାଲ ସାର୍ଟିଫିକେଟ୍ ଏବଂ ଡିଗ୍ରୀରେ ଆଧାର ନମ୍ବର ପ୍ରିଣ୍ଟ କରିବାକୁ ଅନୁମତି ନଥିବା ୟୁଜିସି ସ୍ପଷ୍ଟ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories