www.samajalive.in
Sunday, December 7, 2025
26.1 C
Bhubaneswar

ଉଜ୍ଜୈନ ମହାକାଳେଶ୍ୱର ମନ୍ଦିରରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଉଜ୍ଜୈନରେ ସ୍ଥିତ ବିଶ୍ୱ ପ୍ରସିଦ୍ଧ ବାବା ମହାକାଳେଶ୍ୱର ମନ୍ଦିରର ଶଙ୍ଖ ଦ୍ୱାରରେ ହଠାତ୍‌ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବା ପରେ ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ ଧୂଆଁ ଦେଖାଯାଇଛି । ନିଆଁ ଲାଗିବା ନେଇ ଖବର ପାଇବା ମାତ୍ରେ ଦମକଳ କର୍ମଚାରୀ ଘଟଣାସ୍ଥଳରେ ୩ଟି ଗାଡି ସହ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ମିଳିଥିବା ପ୍ରାଥମିକ ସୂଚନାନୁଯାୟୀ, ମନ୍ଦିର ପରିସରରେ ସିସିଟିଭି କଣ୍ଟ୍ରୋଲ୍‌ ରୁମ୍‌ର ଉପରେ ରଖାଯାଇଥିବା ବ୍ୟାରେଟରୀରୁ ନିଆଁ ଲାଗିଛି । ଏହି ଅଗ୍ନିକାଣ୍ଡରେ କେହି ଆହତ ହୋଇନଥିବା ଜଣାପଡିଛି। ମହାକାଳ ମନ୍ଦିରର କିଛି ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଦେଖିଛନ୍ତି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

୫୦୦ ବର୍ଷ ପରେ ମେ’ରେ ଦୁର୍ଲ୍ଲଭ ସଂଯୋଗ ; ଏହି ରାଶି ହେବେ ମାଲାମାଲ୍‌, କିଣିବେ ଘର, ହେବେ ଭାଗ୍ୟଶାଳୀ..

ଦେଖନ୍ତୁ ଭିଡିଓ ; ଆଖୁରସ ମେସିନ୍‌ରେ ପଶିଗଲା ମହିଳାଙ୍କ ବେଣି, ତା’ପରେ..

- Advertisement -

ଦେଖନ୍ତୁ ଭିଡିଓ ; ଆତଙ୍କବାଦୀଙ୍କ ଠିକଣା ଦେଖାଇବାକୁ ଯାଉଥିବା ଯୁବକ ନଦୀକୁ ଡେଇଁ ହାରିଲା ଜୀବନ..

 

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories