www.samajalive.in
Saturday, December 6, 2025
16.1 C
Bhubaneswar

ବ୍ରିଟେନ ନିର୍ବାଚନ: ବାଜି ମାରିଲା ଲେବର ପାର୍ଟି, ହାରିଲେ ଋଷି ସୁନକ

ସମାଜ ଡିଜିଟାଲ ଡେସ୍କ: ବ୍ରିଟେନ ସାଧାରଣ ନିର୍ବାଚନରେ ହାରିଲେ ଋଷି ସୁନକ । ନିର୍ବାଚନରେ ବାଜି ମାରିଛି କେର୍‍ ଷ୍ଟାର୍ମରଙ୍କ ଲେବର ପାର୍ଟି । ୬୫୦ ବିଶିଷ୍ଟ ଆସନରେ ଲେବର ପାର୍ଟିକୁ ବହୁମତ ମିଳିଛି । ଲେବର ପାର୍ଟିକୁ ୩୫୮ଆସନ ମିଳିଥିବା ବେଳେ ଋଷି ସୁନକଙ୍କ କଞ୍ଜରଭେଟିଭ ପାର୍ଟିକୁ ମାତ୍ର ୮୧ଆସନ ମିଳିଛି । ପରାଜୟ ସ୍ୱୀକାର କରିଛନ୍ତି ଋଷି ସୁନକ । ହାରିବା ପରେ କେର୍‍ ଷ୍ଟାର୍ମରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଦଳର ପରାଜୟ ପାଇଁ ନିଜକୁ ଦାୟୀ କରିଛନ୍ତି ଋଷି ସୁନକ । ସୂଚନା ଅନୁସାରେ ୧୪ ବର୍ଷ ପରେ ବ୍ରିଟେନରୁ କ୍ଷମତାଚୁତ୍ୟ ହୋଇଛି କଞ୍ଜରଭେଟିଭ ପାର୍ଟି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories