www.samajalive.in
Saturday, December 6, 2025
15.1 C
Bhubaneswar

ବ୍ରିଟେନ୍ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବୋରିସ ଜନସନ୍

ନୂଆଦିଲ୍ଲୀ: ମନ୍ତ୍ରୀମଣ୍ଡଳରେ ବିଦ୍ରୋହ ପରେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ବୋରିସ ଜନସନ୍‌ । ଏନେଇ ବ୍ରିଟେନ୍‌ ଗଣମାଧ୍ୟମରେ ଚର୍ଚ୍ଚା ହେଉଥିବା ବେଳେ ଜନସନ ଇସ୍ତଫା ଦେଇଥିବା ନେଇ ଆଜି ଦେଶବାସୀଙ୍କୁ ସମ୍ବୋଧିତ କରିପାରନ୍ତି । ମାତ୍ର ୨୪ ଘଣ୍ଟା ପୂର୍ବରୁ ଜନସନଙ୍କ ମନ୍ତ୍ରୀମାନେ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ।  

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories