www.samajalive.in
Monday, December 15, 2025
26.1 C
Bhubaneswar

ଦମ୍ପତିଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର : ଉମରକୋଟ ଥାନା ସାନଭୀମାଗୁଡା ଗାଁରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଦମ୍ପତିଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ଘର ପଛପଟେ ଗଛରେ ସ୍ୱାମୀର ମୃତଦେହ ଝୁଲୁଥିବା ବେଳେ ଘର ଭିତରେ ସ୍ତ୍ରୀର ମୃତଦେହ ପଡି ରହିଛି । ମହିଳାଙ୍କ ମୁଣ୍ଡରେ ରକ୍ତ ଦାଗ ରହିଛି । ସେମାନଙ୍କର ମୃତ୍ୟୁ କେଉଁ କାରଣରୁ ହୋଇଛି ସେନେଇ କୌଣସି ସ୍ପଷ୍ଟତା ମିଳି ନାହିଁ । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି ।

ଆଉ ଅଳ୍ପ ଦିନ.. ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ଏହି ୩ ରାଶିଙ୍କୁ ମିଳିବ ବଡ ଲାଭ, ହେବ ବିବାହ, ଚମକିବ ଭାଗ୍ୟ..

ରାହୁଲ ଗାନ୍ଧୀଙ୍କ ମାନସିକତା ଭାରତ ବିରୋଧୀ- କଙ୍ଗନା

- Advertisement -

ଦେଖନ୍ତୁ ଭିଡିଓ; ବାଘ ପାଟିରୁ ନିଜ ଛୁଆ ବାଛୁରୀକୁ କେମିତି ରକ୍ଷା କଲା ଗାଈ..

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories