www.samajalive.in
Sunday, December 14, 2025
26.1 C
Bhubaneswar

୩ ବ୍ୟବସାୟୀଙ୍କୁ ଠେଙ୍ଗାରେ ପିଟି ୧୫ ଲକ୍ଷ ଟଙ୍କା ଲୁଟ୍‌

ଉମରକୋଟ : ୩ ବ୍ୟବସାୟୀଙ୍କୁ ମାଡ ମାରି ୧୫ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ରାଇଘର ଥାନା ଛତାବେଡା ସାପ୍ତାହିକ ହାଟକୁ ଯିବା ବେଳେ ବ୍ୟବସାୟୀ ଲୁଟ୍‌ର ଶିକାର ହୋଇଥିବା ଅଭିଯୋଗ ହୋଇଛି । ୩ ବ୍ୟବସାୟୀଙ୍କ ଠାରୁ ୧୫ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା ସେମାନେ ଥାନାରେ ଅଭିଯୋଗ କରିଛନ୍ତି। ପ୍ରାୟ ୮ ଜଣ ଦୁର୍ବୃତ୍ତ ଠେଙ୍ଗାରେ ପିଟି ପିଟି ବ୍ୟବସାୟୀଙ୍କ ଠାରୁ ଟଙ୍କା ଛଡାଇ ନେଇଛନ୍ତି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

୧୮ ବର୍ଷ ପରେ ଏକାଠି ହେବେ ଶୁକ୍ର-ରାହୁ: ଏହି ୩ ରାଶିଙ୍କ ଉପରେ ହେବ ଧନ ବର୍ଷା, ବିବାହ,ଖୋଲିବ ବନ୍ଦ ଭାଗ୍ୟର ତାଲା..

ଦେଖନ୍ତୁ ଭିଡିଓ; ଜ୍ୱାଇଁଙ୍କ ପାଇଁ ଭବ୍ୟ ଆୟୋଜନ, ପରଷା ଗଲା ୪୬୫ ପ୍ରକାରର ସୁସ୍ୱାଦୁ ବ୍ୟଞ୍ଜନ

- Advertisement -

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories