www.samajalive.in
Monday, December 8, 2025
24.1 C
Bhubaneswar

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଉମରକୋଟ: ସଡ଼କ ଦୁର୍ଘଟଣାରେ ୩ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଅଛନ୍ତି ଜଣେ ମହିଳା। ଜଣେ ୪ ବର୍ଷର ଶିଶୁ ଗୁରୁତର ହୋଇଥିବାବେଳେ ତାଙ୍କୁ ଚିକିତ୍ସା ପାଇଁ ଉମରକୋଟ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ବକଡ଼ାବେଡ଼ା ନିକଟରେ ପିକଅପ ଭ୍ୟାନ ସହ ବାଇକର ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ୩ଜଣଙ୍କଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଜଣେ ଶିଶୁ ଆହତ ହୋଇଛନ୍ତି। ମୃତାହତମାନଙ୍କର ପରିଚୟ ମିଳିନାହିଁ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଛାନଭିନ ଜାରି ରଖିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories