www.samajalive.in
Saturday, December 13, 2025
26.1 C
Bhubaneswar

ବାଇକ ଧକ୍କାରେ ପୋଲିଂ କର୍ମଚାରୀ ମୃତ

ଉମରକୋଟ: ନିର୍ବାଚନ ବେଳେ କାର୍ଯ୍ୟରତ ଜଣେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ଆଜି ବାଇକ ଧକ୍କାରେ ଜଣେ ପୋଲିଂ କର୍ମଚାରୀ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ନିର୍ବାଚନ ଡ୍ୟୁଟିକୁ ଆସିଥିବାବେ​‌ଳେ ବୁଥ ସମ୍ମୁଖରେ ସେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ସ୍ବାମୀ ବିବେକାନନ୍ଦ ସ୍କୁଲ ବସରୁ ଓହ୍ଲାଇବା ବେଳେ ଦୁର୍ଘଟଣା ହୋଇଥିଲା। ଘଟଣାସ୍ଥଳରେ ସେ ଗୁରୁତର ହୋଇଥିବାପଡ଼ିଥିବାବେଳେ ପରବର୍ତ୍ତି ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories