www.samajalive.in
Friday, December 5, 2025
17.1 C
Bhubaneswar

ଆସନ୍ତା ୨୩ରେ ଲୋକସଭାରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ୍‌

ନୂଆଦିଲ୍ଲୀ : ନରେନ୍ଦ୍ର ମୋଦୀଙ୍କ ତୃତୀୟ ପାଳି ଶାସନର ପ୍ରଥମ ବଜେଟ୍‌ ଆସନ୍ତା ୨୩ ତାରିଖରେ ଉପସ୍ଥାପିତ ହେବ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଲୋକସଭାରେ ପୂର୍ଣ୍ଣାଙ୍ଗ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିବେ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଶନିବାର ଏ ସମ୍ପର୍କରେ ଘୋଷଣା କରିଛନ୍ତି। ଜୁଲାଇ ୨୨ରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେଉଥିବାବେଳେ ଏହା ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ। ସୂଚନାଯୋଗ୍ୟ ଲୋକସଭା ନିର୍ବାଚନ ପରିପ୍ରେକ୍ଷୀରେ ନିର୍ମଳା ଚଳିତବର୍ଷ ଫେବୃଆରୀରେ ଅନ୍ତରୀଣ ବଜେଟ ଉପସ୍ଥାପନ କରିଥିଲେ। ନୂଆ ସରକାରଙ୍କର ଏହା ପ୍ରଥମ ବଜେଟ ହୋଇଥିବାବେଳେ ଏଥରକୁ ମିଶାଇ ନିର୍ମଳା କ୍ରମାଗତ ସାତଥର ବଜେଟ ଉପସ୍ଥାପନ କରିବାର ସୌଭାଗ୍ୟଲାଭ କରିବାକୁ ଯାଉଛନ୍ତି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

Related Articles

Popular Categories