www.samajalive.in
Sunday, December 7, 2025
14.1 C
Bhubaneswar

ବଜେଟ୍‌ରେ ୯ଟି କ୍ଷେତ୍ରକୁ ଫୋକସ୍‌

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ଚଳିତ ବଜେଟ୍‌କୁ ପ୍ରାଥମିକତା ପାଇଁ ସ୍ମରଣ କରାଯିବ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ। ସେ କହିଛନ୍ତି, ବଜେଟ୍‌ରେ ୯ଟି କ୍ଷେତ୍ରକୁ ଫୋକସ୍‌ କରାଯାଇଛି।

୧. କୃଷି କ୍ଷେତ୍ରରେ ଉତ୍ପାଦକତା ଏବଂ ସ୍ଥିରତା

- Advertisement -

୨. ରୋଜଗାର ଏବଂ ଦକ୍ଷତା

୩. ସମାବେଶୀ ମାନବ ସମ୍ବଳ ବିକାଶ ଏବଂ ସାମାଜିକ ନ୍ୟାୟ

୪. ବିନିର୍ମାଣ ଏବଂ ସେବା

୫. ସହରୀ ବିକାଶ

୬. ଶକ୍ତି ସୁରକ୍ଷା

୭. ଭିତ୍ତିଭୂମି

୮. ଅଭିନବ, ଅନୁସନ୍ଧାନ ଏବଂ ବିକାଶ

୯. ଆଗାମୀ ପିଢିର ଉନ୍ନତି

 

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories