ବଜେଟ୍ ୨୦୨୫-୨୬; ଡାଲି, ଖାଇବା ତେଲରେ ଆତ୍ମନିର୍ଭରଶୀଳ ହେବ ଭାରତ
ନୂଆଦିଲ୍ଲୀ : ସଂସଦରେ ଶନିବାର ଦେଶର ସାଧାରଣ ବଜେଟ୍ ଉପସ୍ଥାପିତ ହେଉଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ପାଇଁ ଲୋକସଭାରେ ସାଧାରଣ ବଜେଟ୍ ଉପସ୍ଥାପନ କରୁଛନ୍ତି। ବଜେଟ୍ ଉପସ୍ଥାପନ ସମୟରେ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି, ଦେଶକୁ ଡାଲି ଏବଂ ଖାଇବା ତେଲରେ ଆତ୍ମନିର୍ଭରଶୀଳ କରିବା ପାଇଁ। ଏଥିପାଇଁ ହରଡ, ବିରି ଏବଂ ମସୁର ଡାଲି ଉପରେ ସ୍ୱତନ୍ତ୍ର ଧ୍ୟାନ ଦିଆଯିବ । ପ୍ରଧାନମନ୍ତ୍ରୀ ଧନ ଧାନ୍ୟ କୃଷି ଯୋଜନାରେ ବିଦ୍ୟମାନ ଯୋଜନାଗୁଡ଼ିକର ସମନ୍ୱୟ ମାଧ୍ୟମରେ, ଏହି … Continue reading ବଜେଟ୍ ୨୦୨୫-୨୬; ଡାଲି, ଖାଇବା ତେଲରେ ଆତ୍ମନିର୍ଭରଶୀଳ ହେବ ଭାରତ
Copy and paste this URL into your WordPress site to embed
Copy and paste this code into your site to embed