www.samajalive.in
Monday, December 8, 2025
14.1 C
Bhubaneswar

କୌଣସି ରାଜ୍ୟକୁ ଅବହେଳା କରାଯିବନି: ସତିଶ ଚନ୍ଦ୍ର ଦୁବେ

ଭୁବନେଶ୍ଵର: ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ସତିଶ ଚନ୍ଦ୍ର ଦୁବେ। ଶନିବାର ସେ ଭୁବନେଶ୍ଵରରେ ପହଞ୍ଚିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ପୂର୍ବ ସରକାର ଏବଂ ବର୍ତ୍ତମାନର ସରକାର ମଧ୍ୟରେ ବହୁତ ତଫାତ ରହିଛି। କୌଣସି ରାଜ୍ୟକୁ ଅବହେଳା କରାଯିବ ନାହିଁ। ଅଧିକାର ଅନୁସାରେ ସବୁ ମିଳିବ। କୋଇଲା ଖଣି ରୟାଲଟି ଉପରେ ନୀତି ଆୟୋଗ ବୈଠକରେ ଆଲୋଚନା ହେବ।  ବିଦେଶରୁ ଆମଦାନୀ ହେଉଥିବା ଖଣିଜ ଉପରେ ଭାରତରେ ସର୍ଭେ ଚାଲିଛି, ଯେଉଁଠି ଖଣିଜ ବାହାରିବ ସେ ଦିଗରେ କାର୍ଯ୍ୟ ଜାରି ରହିବ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories