www.samajalive.in
Saturday, December 6, 2025
26.1 C
Bhubaneswar

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ବୈଦେଶିକ ମନ୍ତ୍ରୀ ଏସ୍‌‌.ଜୟଶଙ୍କର

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ୍‌‌.ଜୟଶଙ୍କର। ଭୁବନେଶବର ବିମାନବନ୍ଦରରେ ଜୟଶଙ୍କର ପହଞ୍ଚିବା ପରେ ରାଜ୍ୟ ବିଜେପିର ବରିଷ୍ଠ ନେତାମାନେ ଭବ୍ୟ ସ୍ୱାଗତ କରିଥିଲେ। ରାଜ୍ୟରେ ନିର୍ବାଚନ ପାଇଁ କେନ୍ଦ୍ରୀୟ ନେତମାନେ ଓଡ଼ିଶା ଗସ୍ତ ଜାରି ରଖିଛନ୍ତି। ଜୟଶଙ୍କର ଆଜି ଭୁବନେଶ୍ୱରରେ ବୃଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଆସନ୍ତାକାଲି କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories