www.samajalive.in
Tuesday, December 9, 2025
16.1 C
Bhubaneswar

ସଂସଦରେ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଅନ୍ତରୀଣ ବଜେଟରେ ୪ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା । ଗରିବ, ମହିଳା, ଯୁବବର୍ଗ ଏବଂ କୃଷକଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନା ୫ବର୍ଷ ବଢାଯାଇଛି । ୫ବର୍ଷରେ ୪କୋଟି ଯୁବବର୍ଗଙ୍କୁ ନିଯୁକ୍ତି, ସୁଦକ୍ଷ ପାଇଁ ଲକ୍ଷ୍ୟ ରଖାଯାଇଛି । ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ଲକ୍ଷ ୪୮ହଜାର କୋଟି ବ୍ୟବସ୍ଥା କରାଯାଇଥିବା ଅର୍ଥମନ୍ତ୍ରୀ କହିଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories