ପ୍ରଚୁର ଔଷଧ ମହଜୁଦ୍ ରଖ- କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା
ନୂଆଦିଲ୍ଲୀ : ଭାରତ-ପାକ୍ ମଧ୍ୟରେ ଲାଗିଥିବା ଉତ୍ତେଜନା ମଧ୍ୟରେ ହେଉଛି ଘନ ଘନ ବୈଠକ । ଶୁକ୍ରବାର କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ବରିଷ୍ଠ ଅଧିକାରୀଙ୍କ ସହ ଏକ ସମୀକ୍ଷା ବୈଠକ କରିଛନ୍ତି । ଏହି ବୈଠକ ପରେ କିଛି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ଜେପି ନଡ୍ଡା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରଚୁର ଔଷଧ ମହଜୁଦ୍ ରଖିବାକୁ ଔଷଧ ନିର୍ମାତା କମ୍ପାନୀ ଓ ବିତରକମାନଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଏଥିରେ … Continue reading ପ୍ରଚୁର ଔଷଧ ମହଜୁଦ୍ ରଖ- କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା
Copy and paste this URL into your WordPress site to embed
Copy and paste this code into your site to embed