www.samajalive.in
Thursday, December 11, 2025
15.1 C
Bhubaneswar

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଅସୁସ୍ଥ, ଏମ୍‌ସରେ ଭର୍ତ୍ତି

ନୂଆଦିଲ୍ଲୀ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଅସୁସ୍ଥ ହୋଇ ଦିଲ୍ଲୀ ଏମ୍‌ସରେ ଭର୍ତ୍ତି ହୋଇଛନ୍ତି। ନିଶ୍ଵାସ ନେବାରେ ଅସୁବିଧା ହେବାରୁ ଗତକାଲି ରାତି ୨ ଟାରେ ଅମିତ ଶାହାଙ୍କୁ ଏମ୍‌ସରେ ଭର୍ତ୍ତି କରିଯାଇଥିବା ଜଣାପଡିଛି। ଅମିତ ଶାହାଙ୍କୁ ଦିଲ୍ଲୀ ଏମ୍‌ସର ଓଲ୍ଡ ପ୍ରାଇଭେଟ ୱାର୍ଡରେ ଚିକିତ୍ସା କରାଯାଇଛି । ମେଡିକାଲ କର୍ତ୍ତୃପକ୍ଷଙ୍କୁ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଅମିତ ଶାହାଙ୍କ ସ୍ବାସ୍ଥ୍ୟବସ୍ଥା ଠିକ୍ ଅଛି। ସେ ମେଡିକାଲରେ ରହି ତାଙ୍କର ସମସ୍ତ କାର୍ଯ୍ୟ କରିବେ।

ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ସହ ଦିଲ୍ଲୀ ଏମ୍‌ସର ନିର୍ଦେଶକ ଡକ୍ଟର ଗୁଲେରିଆଙ୍କ ତତ୍ତ୍ଵାବଧାନରେ ତାଙ୍କର ଚିକିତ୍ସା କରାଯାଉଥିବା ଜଣାପଡିଛି। ସୂଚନାଯୋଗ୍ୟ ଗତ କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ଥିବା ଶାହା ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରୁ ଚିକିତ୍ସା ପରେ ସୁସ୍ଥ ହୋଇ ଫେରିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories