www.samajalive.in
Wednesday, December 10, 2025
14.1 C
Bhubaneswar

ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ

ଭୁବନେଶ୍ବର : କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ବିଭାଗ ରାଷ୍ଟ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ଆଜିଠାରୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡୁ ଭୁବନେଶ୍ବରରେ ଶ୍ରୀ ଲିଙ୍ଗରାଜ, ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଭୁବନେଶ୍ବରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ପରେ ୭ ତାରିଖରୁ ଭୁବନେଶ୍ୱରରୁ ବାହାରି ବାଲେଶ୍ୱର ଦେଇ ବାରିପଦା ଗସ୍ତ କରିବେ। ଆସନ୍ତା ୮, ୯, ୧୦ ଓ ୧୧ ତାରିଖ ପର୍ଯ୍ୟନ୍ତ ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ ବିଭିନ୍ନ ସ୍ଥାନ ଗସ୍ତ କରି ଦଳୀୟ ଏବଂ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ ସୂଚନା ଦେଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories