www.samajalive.in
Friday, December 12, 2025
26.1 C
Bhubaneswar

ଜାମ୍ମୁ କାଶ୍ମୀର​ ବିକାଶର ନୂତନ ଶିଖରରେ ପହଞ୍ଚିବ : ଗଜେନ୍ଦ୍ର ସିଂହ ଶେଖାୱତ

ଭୁବନେଶ୍ୱର:  ଭୁବନେଶ୍ୱରରେ ଅନୁଷ୍ଠିତ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଯୋଗଦେଇଛନ୍ତି । ଏହି ଅବସରରେ ନିକଟରେ କେନ୍ଦ୍ର ସରକାର ଜାମ୍ମୁ କାଶ୍ମୀରକୁ ସ୍ୱତନ୍ତ୍ର ମାନ୍ୟତା ଦେଇ ଆସିଥିବା ଅନୁଚ୍ଛେଦ ୩୭୦ ଓ ଧାରା ୩୫-ଏ ର ଉଚ୍ଛେଦ ସଂପର୍କରେ ଆଲୋଚନା କରିଛନ୍ତି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶେଖାୱତ ବୁଦ୍ଧିଜୀବୀ ଓ ଯୁବପୀଢ଼ିଙ୍କ ସହ ଆଲୋଚନା କରିଥିଲେ। ଜାମ୍ମୁ କାଶ୍ମୀର​ ଏବେ ବିକାଶ ପଥରେ ଆଗେଇ ଚାଲିଛି ଏବଂ ବିକାଶର ନୂତନ ଶିଖରରେ ପହଞ୍ଚିବ ବୋଲି ସେ କହିଛନ୍ତି।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସମେତ ରାଜ୍ୟ ବିଜେପି ସଭାପତି ତଥା ସାଂସଦ ବସନ୍ତ ପଣ୍ଡା, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories