www.samajalive.in
Monday, December 8, 2025
27.1 C
Bhubaneswar

ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର :  କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ୍ କରିଛନ୍ତି ।

ଏହି ସାକ୍ଷାତ କାଳରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ,  ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁଙ୍କୁ ଏକ ସମ୍ବଲପୁରୀ ଉତ୍ତରୀୟ ଦେଇ ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହାସହ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ମୁଖ୍ୟ ପୁରୋଧା ପବିତ୍ର ମୋହନ ପ୍ରଧାନଙ୍କ ଉପରେ ଲିଖିତ ଏକ ପୁସ୍ତକ ‘ପବିତ୍ର ଗ୍ରନ୍ଥାବଳୀ’ ପ୍ରଦାନ କରିଥିଲେ । ଏହି ସାକ୍ଷାତ ସମୟରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ସହ ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ର ମନ୍ତ୍ରୀ ଡା. ସୁବାଷ ସରକାର ମଧ୍ୟ ଉପସ୍ଥିତ ଥିଲେ ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories