www.samajalive.in
Saturday, December 6, 2025
23.1 C
Bhubaneswar

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଭାରତୀୟ ହକି ଦଳର ୨ ଓଡ଼ିଆ ଖେଳାଳି ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ନୂଆଦିଲ୍ଲୀସ୍ଥିତ ବାସଭବନରେ ଟୋକିଓ ଅଲମ୍ପିକ୍‌ସରେ ସଫଳ ପ୍ରଦର୍ଶନ ପାଇଁ ଅଭିନନ୍ଦନ ଜଣାଇବା ସହ ସମ୍ବର୍ଦ୍ଧିତ କରିଛନ୍ତି।

ନୂଆଦିଲ୍ଲୀ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଭାରତୀୟ ହକି ଦଳର ୨ ଓଡ଼ିଆ ଖେଳାଳି ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ନୂଆଦିଲ୍ଲୀସ୍ଥିତ ବାସଭବନରେ ଟୋକିଓ ଅଲମ୍ପିକ୍‌ସରେ ସଫଳ ପ୍ରଦର୍ଶନ ପାଇଁ ଅଭିନନ୍ଦନ ଜଣାଇବା ସହ ସମ୍ବର୍ଦ୍ଧିତ କରିଛନ୍ତି

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories