www.samajalive.in
Sunday, December 7, 2025
26.1 C
Bhubaneswar

ଏୟାରପୋର୍ଟ ଅଘଟଣ: ମୃତକଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ସହାୟତା

ନୂଆଦିଲ୍ଲୀ: ଏୟାରପୋର୍ଟ ଛାତ ଭୁଶୁଡିବା ଘଟଣାରେ ତିନି ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ଓ ଆହତଙ୍କୁ ୩ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ପରଖିଛନ୍ତି । ପ୍ରବଳ ବର୍ଷା ଯୋଗୁ ବିମାନବନ୍ଦରର ଟର୍ମିନାଲ-୧ ଛାତ ଭୁଶୁଡି ପଡିଥିଲା । ବର୍ତ୍ତମାନ ଘଟଣାରେ ୪ଜଣ ଆହତଙ୍କ ଚିକିତ୍ସା ଜାରି ରହିଛି । ଘଟଣାସ୍ଥଳରେ ସିଆଇଏସଏଫ, ଏନଡିଆରଏଫ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । ଛାତ ଭୁଶୁଡିବାରୁ ଚାପି ହୋଇ ରହିଥିବା ଏକାଧିକ କାର ଉଦ୍ଧାର ପାଇଁ ପ୍ରୟାସ ଜାରି ରହିଛି ।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories