ଏୟାରପୋର୍ଟ ଅଘଟଣ: ମୃତକଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ସହାୟତା

ନୂଆଦିଲ୍ଲୀ: ଏୟାରପୋର୍ଟ ଛାତ ଭୁଶୁଡିବା ଘଟଣାରେ ତିନି ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ଓ ଆହତଙ୍କୁ ୩ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ପରଖିଛନ୍ତି । ପ୍ରବଳ ବର୍ଷା ଯୋଗୁ ବିମାନବନ୍ଦରର ଟର୍ମିନାଲ-୧ ଛାତ ଭୁଶୁଡି ପଡିଥିଲା । ବର୍ତ୍ତମାନ ଘଟଣାରେ ୪ଜଣ ଆହତଙ୍କ ଚିକିତ୍ସା ଜାରି ରହିଛି । ଘଟଣାସ୍ଥଳରେ ସିଆଇଏସଏଫ, ଏନଡିଆରଏଫ … Continue reading ଏୟାରପୋର୍ଟ ଅଘଟଣ: ମୃତକଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ସହାୟତା