Patra electronics

ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା କଲେ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଡ. ସୁକାନ୍ତ ମଜୁମଦାର

ଡେସ୍କ: କେନ୍ଦ୍ର ଶିକ୍ଷା ତଥା ଉତ୍ତର ପୂର୍ବାଞ୍ଚଳ ବିକାଶ ରାଷ୍ଟ୍ରମନ୍ତ୍ରୀ ଡ. ସୁକାନ୍ତ ମଜୁମଦାର ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଥିବା ଜଣାପଡିଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଓ ଡ. ମଜୁମଦାର କେତେକ ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା କରିଥିବା ଜଣାପଡିଛି।

Comments are closed.