www.samajalive.in
Saturday, December 6, 2025
16.1 C
Bhubaneswar

ୟୁନିଟ୍‌-୧ ପରିବା ମାର୍କେଟ୍‌ରେ ନିଆଁ

ଭୁବନେଶ୍ଵର : ଭୁବନେଶ୍ଵର ୟୁନିଟ୍-୧ ପରିବା ମାର୍କେଟ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୧୫ରୁ ଅଧିକ ଦୋକାନ ଘର ଜଳିଯାଇଛି। ନିଆଁକୁ ଆୟତ୍ତ କରିବା ଲାଗି ଅଗ୍ନିଶମବାହିନୀ ଉଦ୍ୟମ ଜାରି ରଖିଛନ୍ତି। ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ୍ ପର୍ଯ୍ୟନ୍ତ ଜଣାପଡିନାହିଁ। ନିଆଁ ଲାଗିବାରୁ ପୁରା ପରିବା ମାର୍କେଟ୍ ଧୂଆଁମୟ ହୋଇପଡିଛି। ସେପଟେ ଅଗ୍ନିକାଣ୍ଡ ପରେ ହାତାହାତି ପରିସ୍ଥିତି ସୃଷ୍ଟି ହୋଇଛି। ପୁଲିସ୍‌ ଉପସ୍ଥିତିରେ ଗୋଡାଇ ଗୋଡାଇ ପିଟିବା ଏବଂ ଚେୟାର ଉଠାଇ ଆକ୍ରମଣ କରିବାର ଦୃଶ୍ୟ ସାମ୍ନାକୁ ଆସିଛି। ଦୋକାନୀ ଦୋକାନୀ ମଧ୍ୟରେ ବିବାଦରୁ ଏହି ଆକ୍ରମଣ ହୋଇଥିବା ସୂଚନା ମିଳିଛି।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories