www.samajalive.in
Monday, December 15, 2025
14.1 C
Bhubaneswar

ୟୁନିଟ୍-୯ ବାଳିକା ଉଚ୍ଚ ବିଦ୍ୟାଳୟ ସ୍ଥାନାନ୍ତରଣ ନେଇ ଆଲୋଚନା, ସାମିଲ ହେଲେ ଅଭିଭାବକ, ବିଦ୍ୟାଳୟ ପରିଚାଳନା କମିଟି ଓ ଶିକ୍ଷକ ଶିକ୍ଷୟିତ୍ରୀ

ଭୁବନେଶ୍ୱର: ୟୁନିଟ୍-୯ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ନେଇ ସୃଷ୍ଟି ହୋଇଥିବା ସମସ୍ୟା ଖୁବ୍ ଶୀଘ୍ର ସମାଧାନ ହେବ। ଏହି ପରିପ୍ରେକ୍ଷୀରେ ଗୁରୁବାର ଦିନ ଅଭିଭାବକ, ବିଦ୍ୟାଳୟ ପରିଚାଳନା କମିଟି ଓ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ସହ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଉଚ୍ଚ ପଦସ୍ଥ ଅଧିକାରୀଙ୍କର ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା ହୋଇଯାଇଛି। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଆଲୋଚନା ବେଶ୍ ଫଳପ୍ରଦ ରହିଛି। ତେବେ ଛାତ୍ରୀମାନଙ୍କ ଭବିଷ୍ୟତ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ଖୁବ୍ ଶୀଘ୍ର ସମସ୍ତଙ୍କ ସହମତି ଭିତ୍ତିରେ ସମାଧାନର ବାଟ ବାହାରିବା ପାଇଁ ଯାଉଛି ବୋଲି ବିଦ୍ୟାଳୟ ଓ ଗଣଶକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories