www.samajalive.in
Wednesday, December 10, 2025
18.1 C
Bhubaneswar

ପୁଣି ସଂଶୋଧନ ହେବ ବିଶ୍ୱବିଦ୍ୟାଳୟ ଆଇନ୍‌‌

ସମାଜ ଡିଜିଟାଲ ଡେସ୍କ: ପୁଣି ସଂଶୋଧନ ହେବ ୨୦୨୦ ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ୍‌‌। ଏନେଇ ବିଧାନସଭାରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂୂରଜ। ମନ୍ତ୍ରୀ କହିଛନ୍ତି ଯେ ପୁରୁଣା ଢାଞ୍ଚାକୁ ଫେରିବୁ, ସିନେଟ ବ୍ୟବସ୍ଥା ରହିବ। ଏହାଦ୍ୱାରା ବିଶ୍ୱବିଦ୍ୟାଳୟର ସ୍ୱତନ୍ତ୍ରତା ବଜାୟ ରହିବ। ବିଶ୍ୱବିଦ୍ୟାଳୟଗୁଡିକୁ ନିଯୁକ୍ତି କ୍ଷମତା ଦିଆଯିବାକୁ ବିଚାର ଚାଲିଥିବା ମନ୍ତ୍ରୀ ଗୃହରେ କହିଛନ୍ତି। ୧୯୮୯ ବିଶ୍ୱବିଦ୍ୟାଳୟ ଆଇନକୁ ବିଜେଡି ସରକାର ୨୦୨୦ ନଭେମ୍ବରରେ ସଂଶୋଧନ କରିଥିଲେ। ଏବେ ଏହାକୁ ପୁଣି ସଂଶୋଧନ କରାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories