www.samajalive.in
Tuesday, December 9, 2025
17.1 C
Bhubaneswar

ଅନ୍‌ଲକ୍-୬.୦ ପାଇଁ ରାଜ୍ୟ ସରକାରଙ୍କ ଗାଇଡ୍‌ ଲାଇନ୍ ଜାରି; ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ?

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ପକ୍ଷରୁ ଅନଲକ୍-୬.୦ ବା ନଭେମ୍ବର ମାସ ପାଇଁ ଗାଇଡ୍ ଲାଇନ୍ ଜାରି କରାଯାଇଛି। କଣ୍ଟେନମେଣ୍ଟ ଜୋନରେ ଲକଡାଉନ୍ ବଳବତ୍ତର ରହିବ। ରାଜ୍ୟରେ ନଭେମ୍ବର ୩୦ ଯାଏଁ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସ୍କୁଲ ଓ ଗଣ ଶିକ୍ଷା ବିଭାଗ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନେବ, ନଭେମ୍ବର ୧୫ ପରେ ଖୋଲିବା ନେଇ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେବ।

ଅନ୍ୟପକ୍ଷରେ ସିନେମା ହଲ୍, ଥିଏଟର, ଅଡିଟୋରିୟମ ଓ ସୁଇମିଂ ପୁଲ୍ ମଧ୍ୟ ନଭେମ୍ବର ୧୫ଯାଏଁ ବନ୍ଦ ରହିବ। କେବଳ କ୍ରୀଡାବୀତ ମାନଙ୍କ ପାଇଁ ସୁଇମିଂ ପୁଲ୍ ଖୋଲା ରହିବ। ବିବାହ କାର୍ଯ୍ୟରେ ସାମିଲ ହେବା ପାଇଁ ସର୍ବାଧିକ ୨୦୦ ଜଣଙ୍କୁ ଅନୁମତି ମିଳିବ। ସେହିପରି ଅନ୍ତିମ ସଂସ୍କାରରେ ୫୦ ଜଣ ସାମିଲ ହୋଇ ପାରିବେ। ନଭେମ୍ବର ୩୦ ଯାଏଁ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ ରହିବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories